

ଭୁବନେଶ୍ୱର (ସମୃଦ୍ଧ ଓଡିଶା) ବିଜୁ ଜନତା ଦଳର ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଯାଜପୁର ଜିଲ୍ଲା ବରୀ ବ୍ଲକ ବିଜେଡି ସଭାପତି ଏସ୍.କେ. ସଫିକ୍ଉଦ୍ଦିନ୍ (ଟାଲି)ଙ୍କୁ ବିଜୁ ଜନତା ଦଳରୁ ଆଜି ନିଲମ୍ବନ କରିଛନ୍ତି ବୋଲି ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସଂପାଦକ ବିଜୟ ନାୟକ ଏକ ପ୍ରେସ୍ ଇସ୍ତାହାରରେ ଜଣାଇଛନ୍ତି l
ରିପୋର୍ଟ : ଆକାଶ ମିଶ୍ର