

ବ୍ରହ୍ମପୁର (ସମୃଦ୍ଧ ଓଡିଶା) କଂଗ୍ରେସ ପକ୍ଷରୁ ଚୁଡାନ୍ତ ପ୍ରାର୍ଥୀ ତାଲିକା ଘୋଷଣା ହେବା ପରେ ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ପ୍ରଫୁଲ୍ଲ ଚନ୍ଦ୍ର ପଣ୍ଡା ଓରଫ୍ ବାଲିଙ୍କୁ ଶନିବାର ସକାଳେ ତଥା ଆଜି ବିଜେପି ନେତା ମହନ୍ତ ଚିନ୍ମୟାନନ୍ଦ ସରସ୍ୱତୀ ଶୁଭେଚ୍ଛା ଜଣାଉଛନ୍ତି ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା