

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ଆଜି ପୁଣ୍ୟାତ୍ମା ଉତ୍କଳ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୧ତମ ପବିତ୍ର ଶ୍ରାଦ୍ଧ ଦିବସ । ଏହି ଅବସରରେ ବ୍ରହ୍ମପୁରରେ ବିଭିନ୍ନ ସ୍କୁଲ ଏବଂ ବିଭିନ୍ନ ଅନୁଷ୍ଠାନରେ ଶ୍ରାଦ୍ଧ ଦିବସ ପାଳିତ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରକାରର ଆୟୋଜନ କରାଯାଇଥିଲା । ଏଥିରେ ବହୁ ଛାତ୍ରଛାତ୍ରୀ ଏବଂ ମାନ୍ୟଗଣ ବ୍ୟକ୍ତିମାନେ ଅଂଶ ଗ୍ରହଣ କରିଛନ୍ତି ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା



