

ପୋଲସରା (ସମୃଦ୍ଧ ଓଡିଶା) ଗତକାଲି ପୋଲସରା ବ୍ଲକ ଅନ୍ତର୍ଗତ କଣଛାଇ ଗ୍ରାମରେ “ପିଠା” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲା ବିଜୁ ଶ୍ରମିକ ସାମୁଖ୍ୟ ସଭାପତି ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏହାସହ ସରପଞ୍ଚ, ସମିତି ସଭ୍ୟ, ଜିଲ୍ଲା ପରିଷଦ, ସମସ୍ତ ସରକାରୀ କର୍ମଚାରୀ ଓ ଗ୍ରାମ ପଞ୍ଚାୟତର ଶତାଧିକ ମହିଳା ଓ ପୁରୁଷ ଯୋଗ ଦେଇଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା
