

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବ୍ଲକ ଅର୍ନ୍ତଗତ କେନ୍ଦୁବାଡି ଗ୍ରାମର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ କରି ଗ୍ରାମ ପଞ୍ଚାୟତ ଠାରେ ଅନୁଷ୍ଠିତ “ପିଠା” କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲା ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାପତି ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଯୋଗ ଦେଇଥିଲେ । ଏହି କାର୍ଯ୍ୟକମରେ ସମସ୍ତ ଜନ ପ୍ରତିନିଧି, ସମସ୍ତ ସରକାରୀ କର୍ମଚାରୀ ଓ ଗ୍ରାମ ପଞ୍ଚାୟତର ବହୁ ମହିଳା ଓ ପୁରୁଷମାନେ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା


