

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ମେଡ଼ିକାଲ ଛକ ଠାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କରକମଳରେ ଆହାର କେନ୍ଦ୍ରର ଶୁଭାରମ୍ଭ ହୋଇଯାଇଛି । ଏହି କେନ୍ଦ୍ରକୁ ଗଞ୍ଜାମ ଜିଲ୍ଲା ବିଜୁ ଶ୍ରମିକ ସାମୁଖ୍ୟ ସଭାପତି ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ପୋଲସରା କାର୍ଯ୍ୟନିର୍ବାହି ଅଧିକାରୀଙ୍କ ସମେତ ବହୁ ମାନ୍ୟଗଣ ବ୍ୟକ୍ତି ଉପସ୍ଥିତ ଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା


