
ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ଏନଏସି ଲୁଣିଘାଟି ପଡିଆ ଠାରେ “ପିଠା” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲା ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାପତି ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । ଏଥିରେ ଗଞ୍ଜାମ ଜିଲ୍ଲା ବିଜୁ ଶ୍ରମିକ ସଂପାଦକ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ, ପୂର୍ବତନ ଅଧ୍ୟକ୍ଷଙ୍କ ସମେତ ବହୁ ମାନ୍ୟଗଣ ବ୍ୟକ୍ତି ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା


