

ବ୍ରହ୍ମପୁର (ସମୃଦ୍ଧ ଓଡିଶା) ପୋଲସରା ବସଷ୍ଟାଣ୍ଡରେ ବିଜୁ ଜନତା ଦଳର ୨୧ତମ ପ୍ରତିଷ୍ଠା ଦିବସ ପାଳନ କରାଯାଇଛି । ଏହି ଅବସରରେ ବିଧାୟକ ପୋଲସରା ତଥା ଗଞ୍ଜାମ ଜିଲ୍ଲା ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାପତି ଶ୍ରୀକାନ୍ତ ସାହୁ ଯୋଗଦେଇ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ପୋଲସରା ନିର୍ବାଚନ ମଣ୍ଡଳୀର ଅଧକ୍ଷ, ଉପାଦକ୍ଷା, ସମସ୍ତ ଜିଲ୍ଲା ପରିଷଦ, ସମସ୍ତ ସରପଞ୍ଚ, ସମିତି ସଭ୍ୟ ଓ ୬୦୦୦ରୁ ଉର୍ଦ୍ଧ କର୍ମୀ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଜିଲ୍ଲା ସତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

