

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବ୍ଲକ ଅନ୍ତର୍ଗତ ଚିରିକିପଡା ଶାସନ ଗ୍ରାମର ପ୍ରବାସୀ ଓଡ଼ିଆ ଶ୍ରମିକମାନଙ୍କ ସମସ୍ୟା ବୁଝିବା ସହ ଗ୍ରାମର ଉନ୍ନୟନ ମୂଳକ କାର୍ଯ୍ୟ ବିଷୟରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଲୋକମାନଙ୍କ ସହ ଆଲୋଚନା କରିଛନ୍ତି । ଏହି ଆଲୋଚନା ବେଳେ ବହୁ ଗ୍ରାମବାସୀ ଓ ପ୍ରବାସୀ ଓଡ଼ିଆ ଶ୍ରମିକମାନେ ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା
