

ପୋଲସରା (ସମୃଦ୍ଧ ଓଡିଶା) ବୁଗୁଡା ବ୍ଲକ ଅନ୍ତର୍ଗତ ମା ସାଙ୍କୁଳେଇ ପୀଠ ଠାରେ ବାଲିପଦର ମହୋତ୍ସବ “କୃଷ୍ଣସାର” ଉଦଯାପନ ଦିବସରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବରିଷ୍ଠ ନାଗରିକ ମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ଏହି ଅବସରରେ ବାଲିପଦର ମହୋତ୍ସବ କମିଟିର କର୍ମ କର୍ତ୍ତା ମାନେ ଉପସ୍ଥିତ ଥିଲେ ।
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା
