

ପୋଲସରା (ସମୃଦ୍ଧ ଓଡିଶା) ବୁଗୁଡା ବ୍ଲକ ଅନ୍ତର୍ଗତ ବି.କରଡ଼ାବାଡ଼ି ଗ୍ରାମ ପଞ୍ଚାୟତର ବିଜୁ ଜନତା ଦଳର ସକ୍ରିୟ କର୍ମୀମାନଙ୍କୁ ନେଇ ବି.ବ୍ରହ୍ମପୁର ରାଧାକୃଷ୍ଣ ମନ୍ଦିର ପ୍ରାଙ୍ଗଣରେ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଯୋଗଦେଇ ଦଳର ସୁଦୃଢ ବିଷୟରେ ଆଲୋଚନା କରିଛନ୍ତି । ଏହି ବୈଠକରେ ସମସ୍ତ ବିଜୁ ଜନତା ଦଳର କର୍ମୀମାନେ ଅଂଶ ଗ୍ରହଣ କରିଥିଲେ ।
ରିପୋର୍ଟ : ଆଶୁତୋଷ ପଟ୍ଟନାୟକ