

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ବ୍ଲକ ଅନ୍ତର୍ଗତ ମନଶୀଳା ଗ୍ରାମରେ ମା ଠାକୁରାଣୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ଏହି ଅବସରରେ ବୁଗୁଡା ବ୍ଲକ ଉପାଧ୍ୟକ୍ଷଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ଉଭୟ ଦଳର ଖେଳାଳି ମାନେ ଉପସ୍ଥିତ ରହିଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା

