
ଗୋପାଳପୁର (ସମୃଦ୍ଧ ଓଡିଶା) ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଗୋପାଳପୁର ବନ୍ଦର ପରିସରରେ କାର୍ଯ୍ୟରତ କର୍ମଚାରୀ ମାନେ ବଳିଦାନ ଦେଇଥିବା କୋଭିଡ ଯୋଦ୍ଧାମାନଙ୍କୁ ସମ୍ମାନ ଜଣାଇବା ପାଇଁ ୧ମିନିଟ ନୀରବ ପ୍ରାର୍ଥନା ଓ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏଥିରେ ବହୁ କର୍ମଚାରୀ ଅଂଶ ଗ୍ରହଣ କରିଥିଲେ l
ରିପୋର୍ଟ : ଜିଲ୍ଲା ପ୍ରତିନିଧି ନିମାଇଁ ଚରଣ ପଣ୍ଡା