

ପୋଲସରା (ସମୃଦ୍ଧ ଓଡିଶା) କବିସୂର୍ଯ୍ୟ ନଗର ବ୍ଲକ ଅନ୍ତର୍ଗତ ବାରିଡା ଗ୍ରାମ ଠାରେ ରାଜଶ୍ରୀ ବଳାସି ସମାଜ ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ଗଂଜାମ ଜିଲ୍ଲା ବିଜୁ ଶ୍ରମିକ ସାମୁଖ୍ୟ ସଭାପତି ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୂଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ରାଜଶ୍ରୀ ବଳାସି ସମାଜର ସଭାପତି ଓ କର୍ମକର୍ତ୍ତାମାନେ ଏବଂ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା
