

ପୋଲସରା (ସମୃଦ୍ଧ ଓଡିଶା) ପୋଲସରା ପଞ୍ଚାୟତ ସମିତି ସଭା ଗୃହ ଠାରେ ୧୧ତମ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ।ଏହାସହ ଏଥିରେ ପୋଲସରା ବ୍ଲକ ଅଧ୍ୟକ୍ଷ, ବିଡ଼ିଓ, ଏଇଇ ଏବଂ ସମସ୍ତ ଜିଲ୍ଲା ପରିଷଦ, ସମସ୍ତ ସରପଞ୍ଚ ସମିତିସଭ୍ୟ ଓ ସରକାରୀ କର୍ମଚାରୀ ଉପସ୍ଥିତ ଥିଲେ ।
ରିପୋର୍ଟ : ଜିଲ୍ଲା ସ୍ୱତନ୍ତ୍ର ପ୍ରତିନିଧି ନିମାଇଁ ଚରଣ ପଣ୍ଡା
